Govt employees: ଏହି ୨ ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

Odisha News: ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଆସନ୍ତାକାଲିଠାରୁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଦୁଇ ଦିନ ପାଇଁ ବାତିଲ କରିଛି।

Govt employees: ଏହି ୨ ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
Image Credit: two-day leave cancellation

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More