Hatibesha: ଦୁର୍ଲ୍ଲଭ ହାତୀବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ

Hatibesha: ମହାପ୍ରଭୁ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବା ପରେ ଛେରା ପହଁରା ହୋଇ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ଶ୍ରୀଜୀୟୁ। । ସେଥିପାଇଁ ରାଘବଦାସ ମଠରେ ମହାପ୍ରଭୁଙ୍କ ହାତୀ ବେଶ ନିର୍ମାଣ ଚାଲିଛି। ପବିତ୍ର ଅକ୍ଷୟ ତୃତୀୟା ଠାରୁ ହାତୀବେଶ ପାଇଁ ଅନୁକୂଳ ଆରମ୍ଭ ହୋଇ ସ୍ନାନପୂର୍ଣ୍ନିମା ପର୍ଯ୍ୟନ୍ତ ଏହି ବେଶ ନିର୍ମାଣ ଜାରି ରହିଥାଏ ।

Hatibesha: ଦୁର୍ଲ୍ଲଭ ହାତୀବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ

About the Author