Advertisement
Article Detail0/zeeodisha/odisha2477740
Zee OdishaOdisha Stateଆୟୁଷ୍ମାନ ଭାରତ ଲାଗୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା, ଏହି ତାରିଖରେ ଲାଗୁ ହେବ...

ଆୟୁଷ୍ମାନ ଭାରତ ଲାଗୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା, ଏହି ତାରିଖରେ ଲାଗୁ ହେବ...

Health minister Odisha: ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ କରାଯାଇଥିଲା।

ଆୟୁଷ୍ମାନ ଭାରତ ଲାଗୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା, ଏହି ତାରିଖରେ ଲାଗୁ ହେବ...

ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଜାରି ହେବ ବୋଲି ଆଜି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଆକଳନ ଅନୁଯାୟୀ ସାଢେ଼ ୩କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାସନକାର୍ଡ ପାଇଁ ଇ-କେୱାଇସି ଚାଲିଛି। ସରିବା ପରେ ସଂଖ୍ୟା ଜଣପଡ଼ିବ।

ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ କରାଯାଇଥିଲା।

Add Zee News as a Preferred Source
About the Author