ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର
Advertisement
Article Detail0/zeeodisha/odisha2371506

ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

Odisha Assembly: ଅଗଷ୍ଟ ୨୦ ତାରିଖ ଯାଏଁ ଗୃହ ମୁଲତବୀ ରଖାଯାଇଛି। ବିଧାନସଭାରେ ୯୫ହଜାର କୋଟି ଲେଖାନୁଦାନ ପାରିତ ହେବା ପରେ ଆସନ୍ତା ଅଗଷ୍ଟ ୨୦ ତାରିଖ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ଯକ୍ଷତାରେ ବସିବ ବୈଠକ। ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବା କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର। 

ଅନ୍ୟପଟେ ପ୍ରଥମ ପର୍ଯ୍ୟାୟ ବିଧାନସଭା ବଜେଟ୍ ଅବେଶନ ଶେଷ ହୋଇଛି। ଅଗଷ୍ଟ ୨୦ ତାରିଖ ଯାଏଁ ଗୃହ ମୁଲତବୀ ରଖାଯାଇଛି। ବିଧାନସଭାରେ ୯୫ହଜାର କୋଟି ଲେଖାନୁଦାନ ପାରିତ ହେବା ପରେ ଆସନ୍ତା ଅଗଷ୍ଟ ୨୦ ତାରିଖ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସେହିପରି ୨୦ରୁ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ବିତୀୟ ପର୍ଯ୍ୟାୟ ଅବେଶନ।