ଦିନକ ପାଇଁ ବଢିଲା ସକାଳୁଆ ସ୍କୁଲ୍, ଜାଣନ୍ତୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା
Advertisement
Article Detail0/zeeodisha/odisha2300727

ଦିନକ ପାଇଁ ବଢିଲା ସକାଳୁଆ ସ୍କୁଲ୍, ଜାଣନ୍ତୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା

୨୨ ତାରିଖରୁ ସ୍ବାଭାବିକ ଭାବରେ ବିଦ୍ୟାଳୟ ପରିଚାଳନା ହେବ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଏପରି ନିଷ୍ପତି ନିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଜାରି କରିଛି ।

ଦିନକ ପାଇଁ ବଢିଲା ସକାଳୁଆ ସ୍କୁଲ୍, ଜାଣନ୍ତୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ୨୧ ତାରିଖ ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲା ରହିବ। ୨୨ ତାରିଖରୁ ସ୍ବାଭାବିକ ଭାବରେ ବିଦ୍ୟାଳୟ ପରିଚାଳନା ହେବ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଏପରି ନିଷ୍ପତି ନିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଜାରି କରିଛି ।

 

Also Read- Top 10 News Today: ଶୁକ୍ରବାର ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ, ପଢ଼ନ୍ତୁ ଅପରାହ୍ଣର ୧୦ଟି ବଡ଼ ଖବର

Trending news