Breaking News: ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର୍ ଲଳିତ ଦାସ  ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(OSSSC) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ଆଜି OSSSC ତରଫରୁ ଅଧ୍ୟକ୍ଷ ଓ ଦୁଇ ଜଣ ନୂଆ ସଦସ୍ୟଙ୍କୁ ନିଯୁକ୍ତି ମିଳିଛି। ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେହିପରି ଆଉ ୨ ସଦସ୍ୟ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ ନିଯୁକ୍ତି ମିଳିଥିବା ସୂଚନା ମିଳିଛି।