Chakradhari Sharan Singh: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

Justice Chakradhari Sharan Singh: ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ । ଖୁବଶୀଘ୍ର ସେ ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି ।

Chakradhari Sharan Singh: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author