Laxmikanta Mohapatra: ଆଜି କାନ୍ତକବିଙ୍କ ଶ୍ରାଦ୍ଧ ଦିବସ

Odisha News: ଆଜି କାନ୍ତକବିଙ୍କ ଶ୍ରାଦ୍ଧ ଦିବସ। ଓଡ଼ିଶାର ରାଜ୍ୟ ସଂଗୀତ ମାନ୍ୟତା ପାଇଥିବା ‘ବନ୍ଦେ ଉତ୍କଳ ଜନନୀ’ ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ (Kantakabi Laxmikanta Mohapatra )ଆଜି ଶ୍ରାଦ୍ଧ ଦିବସ। ୧୯୫୩ ମସିହାର ଆଜିର ଦିନରେ ୬୫ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିଲା।

Laxmikanta Mohapatra: ଆଜି କାନ୍ତକବିଙ୍କ ଶ୍ରାଦ୍ଧ ଦିବସ