Keonjhar Road Accident: କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ, ୨ ଗୁରୁତର ଆହତ

Keonjhar Road Accident: ଶୁକ୍ରବାର ଦିନ କେନ୍ଦୁଝର ଜିଲ୍ଲାରେ ସାରୁପାଟ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଛି। ଏହି ଦୁର୍ଘଟଣାରେ ୩ ଜଣ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

Keonjhar Road Accident: କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ, ୨ ଗୁରୁତର ଆହତ
Image Credit: Keonjhar Road Accident News

About the Author