Odisha News: K.M ଭାଲିଆସାହି ଠାରେ ବ୍ଲକ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି

ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରହ୍ଲାଦ ଶିଅଳ ଏବଂ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ତତ୍ତ୍ୱାବଧାନ କ୍ରମେ ଉକ୍ତ କାର୍ଯ୍ୟକ୍ରମ ସଫଳ ହୋଇପରିଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।ଜିଲ୍ଲା ଶିକ୍ଷାଧିକାରୀ ଡ. ମାୟାଧର ସାହୁଙ୍କ ଅନୁମୋଦନ କ୍ରମେ ଏବଂ ଜିଲ୍ଲା କ୍ରୀଡା ନିରୀକ୍ଷକ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ପାତ୍ରଙ୍କ ସହଯୋଗରେ ଏହା ପରିଚାଳିତ ହୋଇଥିଲା।

Odisha News: K.M ଭାଲିଆସାହି ଠାରେ ବ୍ଲକ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି

About the Author