ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଉଦ୍‌ଯାପନୀ ସମାରୋହରେ ଓଡ଼ିଶୀ ଅଭିନୟର ଯାଦୁକରୀ ମୁର୍ଚ୍ଛନା

ଓଡ଼ିଶୀ ମହାକୁମ୍ଭରେ ଦେଶ ତଥା ଦେଶ ବାହାରୁ ଆସିଥିବା ବିଶିଷ୍ଟ ଖ୍ୟାତିନାମା ନୃତ୍ୟଶିଳ୍ପୀମାନେ ଅଂଶଗ୍ରହଣ କରିବା ସହିତ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ଶୈଳୀ ଯଥା ଏକକ, ଦୈତ୍ୟ ଓ ଦଳଗତ ନୃତ୍ୟ ଉପସ୍ଥାପନ କରି ଏହି ନୃତ୍ୟ ଉତ୍ସବଟିକୁ ସାଫଲ୍ୟ ମଣ୍ଡିତ କରିଛନ୍ତି ।

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଉଦ୍‌ଯାପନୀ ସମାରୋହରେ ଓଡ଼ିଶୀ ଅଭିନୟର ଯାଦୁକରୀ ମୁର୍ଚ୍ଛନା

About the Author