Mahalayaa sradha: ଆଜି ପବିତ୍ର ମହାଳୟା, ଶ୍ରୀମନ୍ଦିର ଉତ୍ତର ଦ୍ଵାର, ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଶ୍ରାଦ୍ଧ, ପିଣ୍ତଦାନ

Mahalayaa sradha: ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଶ୍ରାଦ୍ଧ ଦାନ ସହ ସ୍ମରଣ କରିଛନ୍ତି ପିତୃ ପୁରୁଷଙ୍କୁ। ଏହାଛଡ଼ା ପିତୃପକ୍ଷ ତିଥିରେ ପିଣ୍ତଦାନ କରିପାରିନଥିବା ଶ୍ରଦ୍ଧାଳୁ ମାନେ ଆଜି ପିଣ୍ତଦାନ କରି ପୂର୍ବ ପୁରୁଷଙ୍କୁ ଶ୍ରାଦ୍ଧ ପ୍ରଦାନ କରିଛନ୍ତି।

Mahalayaa sradha: ଆଜି ପବିତ୍ର ମହାଳୟା, ଶ୍ରୀମନ୍ଦିର ଉତ୍ତର ଦ୍ଵାର, ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଶ୍ରାଦ୍ଧ, ପିଣ୍ତଦାନ

About the Author