ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ ନୀତି ନିର୍ଘଣ୍ଟ ସ୍ଥିର, ଜାଣନ୍ତୁ ଏଥର କେଉଁ ସମୟରେ ଉଠିବ ମହାଦୀପ?

Mahashivratri: ଆସୁଛି ମହାଶିବରାତ୍ରି । ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମଙ୍ଗଳବାର ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ କାର୍ଯ୍ୟାଳୟ ପରିସରରେ ଏଡ଼ଏମ୍ ତଥା ବୋର୍ଡ଼ କାର୍ଯ୍ୟ ନିର୍ବାହୀ ଅଧିକାରୀ ରୁଦ୍ର ନାରାୟଣ ମହାନ୍ତି ଅଧ୍ଯକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ ନୀତି ନିର୍ଘଣ୍ଟ ସ୍ଥିର, ଜାଣନ୍ତୁ ଏଥର କେଉଁ ସମୟରେ ଉଠିବ ମହାଦୀପ?

About the Author