ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା, ସିବିଆଇ କରିବ ତଦନ୍ତ, ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

ଗୋବିନ୍ଦଙ୍କ ସମ୍ପର୍କୀୟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଗୋବିନ୍ଦଙ୍କ ସମ୍ପର୍କୀୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଏନେଇ ସୂଚନା ଦେଇଛନ୍ତି ପ୍ରଦୀପ୍ତ କୁମାର ନାଏକ ।

ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା, ସିବିଆଇ କରିବ ତଦନ୍ତ, ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

About the Author