ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ମନ୍ତ୍ରୀ କହିଲେ ଏଭଳି କଥା; ମଲେଇ ଖାଇ ପଳେଇଲେ ଠିକାଦାର
Mega water project: ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ। ପୂର୍ବ ସରକାର ସମୟରେ ଠିକାଦାର ମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ ରବି ନାୟକ। ପୂର୍ବ ସରକାର ବେଳେ କେବଳ ପାଇପ ବିଛାଇବା କାମ କରିଥିଲେ। କେବଳ ଘରକୁ ଟ୍ୟାପ ଲଗାଇଛନ୍ତି। ଯେଉଁମାନେ ଠିକା ନେଇଥିଲେ, ସେମାନେ ୫୮ ପ୍ରତିଶତ ଟଙ୍କା ନେଇ ପଳାଇଛନ୍ତି। ଠିକାଦାରମାନେ ମଲେଇ ନେଇ ପଳାଇଛନ୍ତି କିନ୍ତୁ ତା ପରବର୍ତ୍ତୀ ପାଣି ବିଶୋଧନ କରିବା ପାଇଁ ଟ୍ୟାଙ୍କ କାମ ଏବେ ବି ବାକି ଥିବା ଗୃହରେ କହିଛନ୍ତି ମନ୍ତ୍ରୀ।
ଭୁବନେଶ୍ଵର: ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ। ପୂର୍ବ ସରକାର ସମୟରେ ଠିକାଦାରମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ। ଠିକାଦାରମାନେ ପୂର୍ବ ସରକାର ବେଳେ କେବଳ ପାଇପ ବିଛାଇବା କାମ କରିଥିଲେ। କେବଳ ଘରକୁ ଟ୍ୟାପ ଲଗାଇଛନ୍ତି। ଯେଉଁମାନେ ଠିକା ନେଇଥିଲେ, ସେମାନେ ୫୮ ପ୍ରତିଶତ ଟଙ୍କା ନେଇ ପଳାଇଛନ୍ତି। ଠିକାଦାରମାନେ ମଲେଇ ନେଇ ପଳାଇଛନ୍ତି, କିନ୍ତୁ ତା ପରବର୍ତ୍ତୀ ପାଣି ବିଶୋଧନ କରିବା ପାଇଁ ଟ୍ୟାଙ୍କ କାମ ଏବେ ବି ବାକି ଥିବା ଗୃହରେ କହିଛନ୍ତି ମନ୍ତ୍ରୀ।
ଏହାସହ ସେ କହିଛନ୍ତି , ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ। ପୂର୍ବ ସରକାର ସମୟରେ ଠିକାଦାର ମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ ରବି ନାୟକ। ପୂର୍ବ ସରକାର ବେଳେ କେବଳ ପାଇପ ବିଛାଇବା କାମ କରିଥିଲେ। କେବଳ ଘରକୁ ଟ୍ୟାପ ଲଗାଇଛନ୍ତି। ଯେଉଁମାନେ ଠିକା ନେଇଥିଲେ, ସେମାନେ ୫୮ ପ୍ରତିଶତ ଟଙ୍କା ନେଇ ପଳାଇଛନ୍ତି। ଠିକାଦାରମାନେ ମଲେଇ ନେଇ ପଳାଇଛନ୍ତି କିନ୍ତୁ ତା ପରବର୍ତ୍ତୀ ପାଣି ବିଶୋଧନ କରିବା ପାଇଁ ଟ୍ୟାଙ୍କ କାମ ଏବେ ବି ବାକି ଥିବା ଗୃହରେ କହିଛନ୍ତି ମନ୍ତ୍ରୀ।
ଅନ୍ୟପଟେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କିତ ମୂଳ ପ୍ରଶ୍ନର ଉତ୍ତରରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାଏକ। କହିଛନ୍ତି, ପୂର୍ବ ସରକାର ଅମଳରେ ମଲେଇ ଖାଇ ପଳେଇଛନ୍ତି ଠିକାଦାର। ପୂର୍ବ ସରକାର ପାନୀୟ ଜଳ ଯୋଗାଣ ପାଇଁ ଯେଉଁ ଠିକାଦାର ମାନଙ୍କ ସହ ଏଗ୍ରିମେଣ୍ଟ କରିଥିଲେ, ସେମାନେ ୫୮ ପ୍ରତିଶତ ଟଙ୍କା ଉଠାଇ କେବଳ ପାଇପ ବିଛାଇ ପଳେଇଛନ୍ତି। ଇନଟେକ ୱେଲ ନିର୍ମାଣ ହୋଇନି। ସେଥିପାଇଁ କାମ ବିଳମ୍ବ ହେଉଛି। ବିଭାଗ ବହୁତ ପରିଶ୍ରମ କରୁଛି ବୋଲି ମନ୍ତ୍ରୀ କହିଛନ୍ତି।