Crime News: ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ

Pari Case: ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଶୁଣାଣି କରି ଦଣ୍ଡବିଧାନ ଘୋଷଣା କରିଛନ୍ତି ନୟାଗଡ଼ ଜିଲ୍ଲା ଚିଲଡ୍ରେନ କୋର୍ଟ। ଶୁଣାଣିରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି କୋର୍ଟ।

Crime News: ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ

About the Author