Odia Language Conference: ଆଜି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‍ଯାପନୀ ଦିବସ

World First Odia Language Conference: ଭୁବନେଶ୍ୱରରରେ ଚାଲିଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆଜି ହେଉଛି ଉଦ୍‍ଯାପନୀ ଦିବସ। ତିନିଦିନିଆ ମହାଉତ୍ସବର ଶେଷ ଦିନରେ ଅନେକ ଗୁରୁତ୍ବପୂର୍ଣ୍ଣ ଅଧିବେଶନ ରହିଛି ।

Odia Language Conference: ଆଜି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‍ଯାପନୀ ଦିବସ

About the Author