IAS Reshuffle: ଆଜି (IAS) ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏ-ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Trending Photos
)
IAS Reshuffle: ଆଜି (IAS) ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏ-ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । DTET ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି, ଓଡ଼ିଶା ସିନେ ଉନ୍ନୟନ ନଗମର MD ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ। କେ ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ସାଧାରଣ ବଣ୍ଟନ ନିଗମ MD।

ALSO READ: Gold Rate Today: ସୁନା ଦରରେ ଅହେତୁକ ବୃଦ୍ଧି, ଭରି ପିଛା ବଢିଲା ଏତେ ଶହ ଟଙ୍କା
ALSO READ : Surya Gochar 2025: ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ