Odisha News: ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସହ ବିଭିନ୍ନ ଯୋଜନାର ସମୀକ୍ଷା କଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha News: ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୋମବାର ବାରିପଦା ସ୍ଥିତ ଶହୀଦ ସ୍ମୃତି ଭବନରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସହ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସରକାରୀ ଯୋଜନାର ଅଗ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି।

Odisha News: ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସହ ବିଭିନ୍ନ ଯୋଜନାର ସମୀକ୍ଷା କଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

About the Author