Odisha News: ୧୩ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ବନ୍ଦ
Odisha News: ଆସନ୍ତା ୧୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟସ୍ତରୀୟ ଜନଶୁଣାଣୀ ଅଭିଯୋଗ ବନ୍ଦ ରହିବ।
Odisha News: ଆସନ୍ତା ୧୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟସ୍ତରୀୟ ଜନଶୁଣାଣୀ ଅଭିଯୋଗ ବନ୍ଦ ରହିବ। ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣୀ ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣୀର ତାରିଖ ଖୁବ୍-ଶିଘ୍ର ସାଧାରଣ ଜନତାଙ୍କୁ ଖବର କାଗଜ ମାଧ୍ୟମରେ ଜଣାଇ ଦିଆଯିବ।
ALSO READ: MLA Sofia Firdous Pics: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ବିଧାୟିକା ସୋଫିଆ ଫିରଦୋସଙ୍କ ଏହିସବୁ ଫଟୋ, ଦେଖନ୍ତୁ
ALSO READ: Nisa Moharana Viral Video: ରୁମ୍ ଭିତରୁ ଭାଇରାଲ୍ ହେଲା ଯାତ୍ରା ଅଭିନେତ୍ରୀ ନିଶାଙ୍କ ଏହି ଭିଡି଼ଓ, ଦେଖନ୍ତୁ