Odisha News: ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ, ଉଦଘାଟିତ ହେବ ୪୨ଟି ଡ଼ାକଘର

Odisha News: ମଙ୍ଗଳବାର ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ (Ashwini Vaishnaw) ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) । ଏହି ଗସ୍ତ ସମୟରେ ଉଭୟ ରେଳ ବିଭାଗ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ଡ଼ାକ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Odisha News: ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ, ଉଦଘାଟିତ ହେବ ୪୨ଟି ଡ଼ାକଘର

About the Author