Jajati 2025: ଯାଜପୁରରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Jajati 2025: ଯାଜପୁରରେ ଆଜି ସମୁଦାୟ ୮୨୯ କୋଟି ୭୬ ଲକ୍ଷ ଟଙ୍କାର ୮୩ ଟି ପ୍ରକଳ୍ପ ଉଦଘାଟିତ ହୋଇଥିବା ବେଳେ, ୧୭୦ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି। ଏଥିରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଜଳ ସମ୍ପଦ, ବିଦ୍ୟୁତ ପରିବହନ, ସଡକ, ସେତୁ, କେନାଲ ଆଦି ଭିତ୍ତିଭୂମି ଓ ପର୍ଯ୍ୟଟନ ପ୍ରକଳ୍ପ ରହିଛି ।

Jajati 2025: ଯାଜପୁରରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Image Credit: CM Majhi launches projects worth Rs 1000 crore in Jajpur

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More