Odisha News: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

Odisha News: ଶ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ। ତେବେ, ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନ ଆସିବାକୁ ଅନୁରୋଧ।

Odisha News: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

About the Author