CM Majhi: ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ: ସୁଧୁରିଯାଅ, ନହେଲେ ପରିସ୍ଥିତି ଭଲ ହେବ ନାହିଁ

Odisha News: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟର ତୃଣମୂଳ ପ୍ରଶାସନର ଦୋଷ ଦୁର୍ବଳତାକୁ ପଦାରେ ପକାଇଛନ୍ତି। ବ୍ଲକ୍‍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟରେ ସଂସ୍କାର ଆଣିବାକୁ ପରାମର୍ଶ ଦେଇଛନ୍ତି। ଯେଉଁ ବିଡିଓମାନେ ଜନ ପ୍ରତିନିଧିଙ୍କୁ ସମ୍ମାନ ଦେଉ ନାହାନ୍ତି ସେମାନେ ସୁଧୁରି ଯାଆନ୍ତୁ ବୋଲି ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ।

CM Majhi: ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ: ସୁଧୁରିଯାଅ, ନହେଲେ ପରିସ୍ଥିତି ଭଲ ହେବ ନାହିଁ
Image Credit: ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments