LaccMI Bus Service: ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍'

LaccMI Bus Service: ବିକାଶ ପଥରେ ଆଗଉଛି ଓଡି଼ଶା (Odisha)। ଏଣିକି ଯାତ୍ରା ହେବ ଆହୁରି ସହଜ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଲଗାତାର ପର୍ଯ୍ୟାୟ କ୍ରମେ ଖୁସି ଖବର ଦେଉଛନ୍ତି ରାଜ୍ୟ ସରକାର । ଜନସାଧାରଣଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ପ୍ରତି ଗାଁ’ରେ ସରକାରୀ ବସ (Odisha Govt Bus)ପହଞ୍ଚାଉଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍' (LaccMI Bus)। ରିପାରିବେ ।

LaccMI Bus Service: ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍'

About the Author