ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି
Advertisement
Article Detail0/zeeodisha/odisha2398119

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

CM Grievance: ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ।

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ଵର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି। 

ଏହି ଦିନ ଜନ୍ମାଷ୍ଟମୀ ପଡୁଥିବାରୁ ସରକାରୀ ଛୁଟି ରହିଛି। ଯାହା ଫଳରେ ଏହି ଦିନରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।