Odisha Govt: ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ବର୍ତ୍ତମାନ ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା

Odisha Govt: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ସରକାର ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରିଛନ୍ତି।

Odisha Govt: ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ବର୍ତ୍ତମାନ ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା
Image Credit: ବର୍ତ୍ତମାନ ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More