Maternity leave rules: ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କଲେ ରାଜ୍ୟ ସରକାର

Odisha Maternity leave rules: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।

Maternity leave rules: ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କଲେ ରାଜ୍ୟ ସରକାର
Image Credit: ମାତୃତ୍ୱ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କଲେ ରାଜ୍ୟ ସରକାର

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments