Odisha News: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭାଷା ଆଇନ ପୁସ୍ତକ ଉନ୍ମୋଚିତ

Odisha Assembly: ୧୯୪୮ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଓ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକରେ ସ୍ଥାନିତ ହୋଇଛି।

 Odisha News: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭାଷା ଆଇନ ପୁସ୍ତକ ଉନ୍ମୋଚିତ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author