Odisha News: ଫାଇଲେରିଆ ନିରାକରଣ ପାଇଁ ଆସନ୍ତା ୧୦ରୁ ୭ ଜିଲ୍ଲାରେ ସାମୂହିକ ଔଷଧ ସେବନ

Odisha News: ଆସନ୍ତା ୧୦ ତାରିଖରୁ ଦଶ ଦିନ ବ୍ୟାପୀ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଆଗାମୀ ୧୯ ତାରିଖ ପର୍ଯ୍ୟନ୍ତ ୭ ଜିଲ୍ଲା ଯଥା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, କନ୍ଧମାଳ, କଳାହାଣ୍ତି , ନୟାଗଡ଼ ଓ ରାୟଗଡ଼ା ଆଦି ୭ଟି ଜିଲ୍ଲାରେ କାର୍ଯ୍ୟକ୍ରମ ଜାରି ରହିବ ।

Odisha News: ଫାଇଲେରିଆ ନିରାକରଣ ପାଇଁ ଆସନ୍ତା ୧୦ରୁ ୭ ଜିଲ୍ଲାରେ ସାମୂହିକ ଔଷଧ ସେବନ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author