kuakhai River: କୁଆଖାଇ ନଦୀ ଶଯ୍ୟାରେ ହଜିଯାଇଥିବା ପ୍ରାଚୀନ ସଭ୍ୟତାର ଚିହ୍ନ

kuakhai River:କୁଆଖାଇ ନଦୀ ଶଯ୍ୟାରୁ ମିଳିଛି ସମୟ ସ୍ରୋତରେ ହଜି ଯାଇଥିବା ଏକ ପ୍ରାଚୀନ ସଭ୍ୟତାର ଚିହ୍ନ। କଟକ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଉତ୍ତମାପୁର ଗ୍ରାମ ବାଲିମଙ୍ଗଳା ଦେବୀପୀଠର ଅନତି ଦୂରରେ ଏକ ଜନବସତି ଗଢି ଉଠିଥିଲା, ଯାହାର ଛାପ ଆଜି ଦେଖିବାକୁ ମିଳୁଛି।

kuakhai River: କୁଆଖାଇ ନଦୀ ଶଯ୍ୟାରେ ହଜିଯାଇଥିବା ପ୍ରାଚୀନ ସଭ୍ୟତାର ଚିହ୍ନ

About the Author