Odisha News: ଭୁବନେଶ୍ୱର : ଦଳ ବିରୋଧୀ କାର୍ଯ୍ୟକ୍ରମ ପାଇଁ ଦିଗପହଣ୍ଡିର ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ଜେନାଙ୍କୁ ଦଳରୁ ବହିଷ୍କାର କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ଅଧ୍ୟକ୍ଷଙ୍କ ଅନୁମତିକ୍ରମେ ତାଙ୍କୁ ଦଳରୁ ବିହିଷ୍କାର କରାଯାଇଥିବା ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।
Add Zee News as a Preferred Source