Odisha News: ଗଞ୍ଜାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧.୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର

Odisha News: ଗଞ୍ଜାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

About the Author