Odisha News: ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Odisha News: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ ।

Odisha News: ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ