Kamala Pujari: ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

Kamala Pujari: ଆଉ ନାହାଁନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଶନିବାର କଟକ ଏସ୍‌ସିବି(SCB)ରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।

Kamala Pujari: ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

About the Author