Odisha News: ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ୧୦ ହଜାର ନିଯୁକ୍ତି ସୁଯୋଗ

Odisha News: ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।

Odisha News: ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ୧୦ ହଜାର ନିଯୁକ୍ତି ସୁଯୋଗ

About the Author