odisha news : କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ୧୮ ହଜାରକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି

odisha news : କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ୧୮ ହଜାରକୁ ବୃଦ୍ଧି

About the Author