Odisha News: ଜମିବାଡ଼ି ବିବାଦକୁ କେନ୍ଦ୍ର କାରି ଗୋଷ୍ଠୀ ସଂଘର୍ଷ, ୬ ଆହତ

Odisha News: ଜମିବାଡ଼ି ବିବାଦକୁ କେନ୍ଦ୍ର କାରି ଗୋଷ୍ଠୀ ସଂଘର୍ଷ । ଏଥିରେ ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନସ୍ତ ଜଳ ମଣ୍ଡୁଆ ପଂଚାୟତର ପଦୀନାରାୟଣପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

Odisha News: ଜମିବାଡ଼ି ବିବାଦକୁ କେନ୍ଦ୍ର କାରି ଗୋଷ୍ଠୀ ସଂଘର୍ଷ, ୬ ଆହତ

About the Author