Odisha News: ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ।

Odisha News: ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

About the Author