Odisha News: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟର ଗଠନ କରାଗଲା ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ

Odisha News: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲ୍ଲାର ପାଞ୍ଚଟି ଏନଏସି କୁ ମୁନିସିପାଲିଟିକୁ ଉନ୍ନିତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜର କରଞ୍ଜିଆ ବଲାଙ୍ଗିରର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମୁନିସିପାଲିଟିକୁ ଉନ୍ନିତ କରାଯାଇଛି ।

Odisha News: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟର ଗଠନ କରାଗଲା ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ