Odisha News: ଶ୍ରୀମନ୍ଦିର ଚାରି ପାଶ୍ୱର ଲାଇଟ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

Odisha News: (ଭୁବନେଶ୍ୱର): ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିଲା ଲାଇଟ୍ ଖୋଲି ଦିଆଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଶ୍ରୀମନ୍ଦିର ଚାରିପଟୁ କାହିଁକି ଲାଇଟ କଢାଯାଇଛି ଏହାର ତଦନ୍ତ କରିବାକୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।

Odisha News: ଶ୍ରୀମନ୍ଦିର ଚାରି ପାଶ୍ୱର ଲାଇଟ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

About the Author