LaccMI Bus Service: ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍', ଏହି ସବୁ ରୁଟ୍ ରେ ମିଳିବ ସେବା

LaccMI Bus: ଏଣିକି ଯାତ୍ରା ହେବ ଆହୁରି ସହଜ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଲଗାତାର ପର୍ଯ୍ୟାୟ କ୍ରମେ ଖୁସି ଖବର ଦେଉଛନ୍ତି ରାଜ୍ୟ ସରକାର । ଜନସାଧାରଣଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ପ୍ରତି ଗାଁ’ରେ ସରକାରୀ ବସ (Odisha Govt Bus) ପହଞ୍ଚାଉଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଆଜି ୫ଟି ଜିଲ୍ଲାରେ 'ଲକ୍ଷ୍ମୀ ବସ୍' (LaccMI Bus) ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik)।

LaccMI Bus Service: ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍', ଏହି ସବୁ ରୁଟ୍ ରେ ମିଳିବ ସେବା

About the Author