President Odisha Visit: ଆଜି ଓଡ଼ିଶା ଆସୁଛନ୍ତି ମ୍ୟାଡାମ୍ ପ୍ରେସିଡେଣ୍ଟ, ଜାଣନ୍ତୁ କ'ଣ ରହିଛି ଆଜିର କାର୍ଯ୍ୟସୂଚୀ?

President Odisha Visit: ଆଜିଠାରୁ ଚାରି ଦିନିଆ ଓଡି଼ଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (President Droupadi Murmu Odisha Visit)। ସେ ମୟୂରଭଂଜ, କେନ୍ଦୁଝର, ଖୋର୍ଦ୍ଧା, କଟକ, ଗଂଜାମ ଓ ସମ୍ବଲପୁର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

President Odisha Visit: ଆଜି ଓଡ଼ିଶା ଆସୁଛନ୍ତି ମ୍ୟାଡାମ୍ ପ୍ରେସିଡେଣ୍ଟ, ଜାଣନ୍ତୁ କ'ଣ ରହିଛି ଆଜିର କାର୍ଯ୍ୟସୂଚୀ?
Image Credit: ସୌଜନ୍ୟ- ସୋସିଆଲ ମିଡି଼ଆ

About the Author