ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ହାସଲ କଲା ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସଫଳତା ପାଇଁ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦାକୁ ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା ।

ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ହାସଲ କଲା ଓଡ଼ିଶା

About the Author