ଗାଁ ମାଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Published: Jun 24, 2024, 04:43 PM IST|Updated: Jun 24, 2024, 04:55 PM IST

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଗହଳୀ ପରିଲକ୍ଷିତ ହୋଇଥିଲା । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ରାଇକଳା ସ୍ଥିତ ଘରେ ଭୋଜନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

CM Mohan Charan Majhi: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଗହଳୀ ପରିଲକ୍ଷିତ ହୋଇଥିଲା । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ରାଇକଳା ସ୍ଥିତ ଘରେ ଭୋଜନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।