Advertisement
Photo Details/zeeodisha/odisha2739891
Zee OdishaPhotosଦୀଘା ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ
photoDetails0hindi

ଦୀଘା ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

'ଦେଶରେ ୪ ଧାମ ଅଛି, ଏହା ବାଦ୍ ଆଉ ଧାମ କରିବା ଠିକ୍ ନୁହେଁ', 'ଜଗନ୍ନାଥ ଧାମ କେବଳ ପୁରୀରେ, ଆଉ କେଉଁଠି ହୋଇପାରିବନି' ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

1/5

ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

2/5

ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

3/5

କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯିବାର ସମ୍ଭାବନା ରହିଛି ।

4/5

ଜଗନ୍ନାଥ ମନ୍ଦିର ନେଇ କିଛି ଦିନ ହେବ ଦ୍ବନ୍ଦ୍ବାତ୍ମକ ତଥ୍ୟ ପ୍ରଚାରିତ ହେଉଛି ବୋଲି ଚିଠିରେ ଉଲ୍ଲେଖ ରହିଛି ।

5/5

ଦୀଘାରେ ଜଗନ୍ନାଥ ମନ୍ଦିର ହେବା, ଏହାକୁ ଜଗନ୍ନାଥ ଧାମ ନାମ ଦେବା ଏବଂ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ,ବଳକା ଦାରୁକାଠରେ ପ୍ରତିମା ନିର୍ମାଣ ହେବା ଚର୍ଚ୍ଚା ଅଗ୍ରହଣୀୟ ବୋଲି ଆଇନମନ୍ତ୍ରୀ କହିଛନ୍ତି ।