Weather Updates: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ଗତକାଲି ରାଜ୍ୟର ୧୦ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିଲା । କିନ୍ତୁ ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡା
)
ଆଜି ଝାରସୁଗୁଡ଼ାରେ ତାପମାତ୍ରା ୩୮.୬ ଡିଗ୍ରୀ ରେକର୍ଡ କରାଯାଇଥିବା ସମୟରେ ଏହା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି
)
ତା ପଛକୁ ସମ୍ବଲପୁରରେ ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି ।
)
ହୀରାକୁଦରେ ତାପମାତ୍ରା ରହିଛି ୩୭.୧ ଡିଗ୍ରୀ ସେଲସିୟସ ।
)
ଆଜି ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୩୭ ଡିଗ୍ରୀ ପହଞ୍ଚିଥିଲା ।
)
ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ୩୬.୪, ହୀରାକୁଦରେ ୩୬.୨, ଭୁବନେଶ୍ବରରେ ୩୫ ଡିଗ୍ରୀ ରେକର୍ଡ କରାଯାଇଥିଲା ।
)
ରବିବାର ରାଜ୍ୟରେ ୧୦ଟି ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା ପାରଦ ଏବଂ ୩୮.୨ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।
ट्रेन्डिंग फोटोज़