Weather News: ରାଜ୍ୟରେ ଧିରେ ଧିରେ ବଢିବାରେ ଲାଗିଛି ତାତି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୧୯ଟି ସହରର ତାପମାତ୍ରା ୩୫ ଡିଗ୍ରୀ ପରେ ରହିଛି ।
)
ଏହା ପଛକୁ ରହିଛି ୩୭.୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ଦ୍ୱିତୀୟ ଉତପ୍ତ ସହର ବୋଲି ପରିଗଣିତ ହୋଇଛି ।
)
ସେହିପରି ମାଲକାନଗିରିରେ ୩୭.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।
)
ଝାରସୁଗୁଡ଼ା ଏବଂ ଭବାନୀପାଟଣାରେ ସର୍ବାଧିକ ତାପମାତ୍ରା ଥିଲା ୩୭ ଡିଗ୍ରୀ ।
)
ହୀରାକୁଦରେ ୩୬.୭, ସୁନ୍ଦରଗଡ଼ରେ ୩୬.୫ ଏବଂ ସମ୍ବଲପୁର ୩୬.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
)
ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୩.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ସମୟରେ କଟକରେ ତାପମାତ୍ରା ୩୨.୫ ଡିଗ୍ରୀ ରେକର୍ଡ କରାଯାଇଛି ।
ट्रेन्डिंग फोटोज़