Plus Two Exam: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା, ଅଧଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ

Plus Two Exam: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା। ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା। ସାହିତ୍ୟ ବିଷୟରେ ଆଜି ପରକ୍ଷା ଦେବେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଅର୍ଥାତ୍ ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା। ଶିକ୍ଷା ବିଭାଗର ସୂଚନା ଅନୁସାରେ ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଯାଉଛନ୍ତି।

Plus Two Exam: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା, ଅଧଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ

About the Author