PM Narendra Modi: ଆସନ୍ତା କାଲି ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

PM Narendra Modi: ଆସନ୍ତା ୩ ତାରିଖରେ ଅର୍ଥାତ୍ ଆସନ୍ତା କାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଶନିବାର ପୂର୍ବାହ୍ନରେ ନୂଆଦିଲ୍ଲୀ ବିମାନବନ୍ଦରରୁ ବାୟୁ ‌ସେନା ବିମାନରେ ଆସି ଝାରସୁଗୁଡ଼ା ବିମାନବନ୍ଦର(Jharshuguda Airport)ରେ ଅବତରଣ କରିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର(Sambalpur)ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚି ଆଇଆଇଏମ୍‌ କ୍ୟାମ୍ପସକୁ ଯିବାର କାର୍ଯ୍ୟକ୍ରମ ରହିଛି।

PM Narendra Modi: ଆସନ୍ତା କାଲି ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

About the Author